The Ultimate Managed Hosting Platform
ADVERTISEMENT

ପୋଷଣଯୁକ୍ତ ଖାଦ୍ୟ ଖାଇବେ ଛାତ୍ରଛାତ୍ରୀ, ସପ୍ତାହକୁ ୩ ଦିନ ମିଳିବ ଅଣ୍ଡା ଲଡୁ

Facebook
Twitter
LinkedIn

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ମାନସିକ ଏବଂ ବୌଦ୍ଧିକ ଚିନ୍ତାର ବିକାଶ ପାଇଁ ପୋଷଣକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଜିଠୁ ସ୍କୁଲରେ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦିଆଯିବ । ଏଥିସହିତ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଓଡ଼ିଶା ଦିବସରେ ଏହାର ଶୁଭାରମ୍ଭ ନେଇ ଘୋଷଣା କରାଯାଇଛି ।ଆଜିଠୁ ପ୍ରଥମରୁ ଦଶମ ଶ୍ରେଣୀ ପିଲାଙ୍କୁ ଅଣ୍ଡାଠାରୁ ଆରମ୍ଭ କରି ମାଣ୍ଡିଆ , ଗୁଡରେ ପ୍ରସ୍ତୁତ ଲଡୁ ପ୍ରଦାନ କରାଯିବ । ସପ୍ତାହର ମଙ୍ଗଳବାର, ଗୁରୁବାର ଓ ଶନିବାର ଦିନ ଏହି ଲଡୁ ପ୍ରଦାନ କରାଯିବ । ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।ନବମ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login