The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପ୍ରକାଶ ପାଇଲା ଦଶମ ICSE ଏବଂ ଦ୍ୱାଦଶ ISCର ରେଜଲ୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ : କାଉନସିଲ ଫର ଦ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏଗଜାମିନେଶନ ଆଜି ଦଶମ ICSE ଏବଂ ଦ୍ୱାଦଶ ISCର ରେଜଲ୍ଟ ଜାରି କରିଛି । ଏହି ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ cisce.org, results.cisce.org ଏବଂ DigiLocker ୱେବସାଇଟକୁ ଯାଇ କରିପାରିବେ ଚେକ୍ । ଦୁଇଟି କ୍ଲାସର ଫଳାଫଳ ଆଜି ବୋର୍ଡର ମୁଖ୍ୟାଳୟରେ ପ୍ରେସ କନଫରେନ୍ସ କରି ଘୋଷଣା କରାଯାଇଛି । ଏହା ବ୍ୟତୀତ ଛାତ୍ରଛାତ୍ରୀ ସିଧାସଳଖ ଅଫିସିଆଲ ୱେବସାଇଟକୁ ଯାଇ ଲିଙ୍କ ଜରିଆରେ ନିଜ ରେଜଲ୍ଟ ଚେକ୍ କରିପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟିତ , ସବୁ ଧର୍ମର ଲୋକଙ୍କ ପ୍ରବେଶ ପାଇଁ ଅନୁମତି

ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟିତ , ସବୁ ଧର୍ମର ଲୋକଙ୍କ ପ୍ରବେଶ ପାଇଁ ଅନୁମତି

କୋଲକତା : ଉଦଘାଟିତ ହେଲା ଦୀଘା ଜଗନ୍ନାଥ ମନ୍ଦିର । ଅକ୍ଷୟ ତୃତୀୟା ଅବସରରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ବର୍ଷା ପରେ ପୁଣି ଏକ ସପ୍ତାହ ଯାଏ ଥରିବ ଓଡ଼ିଶା

ରାଜ୍ୟରେ କାଳ ବୈଶାଖୀ ପ୍ରଭାବ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ । କାଳବୈଶାଖୀ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି। କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା,...

ADVERTISEMENT
ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର । ଆଗାମୀ ଜନଗଣନାରେ ଜାତି ଭିତ୍ତିକ ଜନଗଣନାକୁ ସାମିଲ କରାଯିବ । ପ୍ରଧାନମନ୍ତ୍ରୀ ଅନୁମୋଦନ କରିଥିବା ସୂଚନା...

Login