The Ultimate Managed Hosting Platform
ADVERTISEMENT

ପ୍ରଚଣ୍ଡ ଗୀଷ୍ମପ୍ରବାହ ନେଇ କଟକକୁ ରେଡ ଆଲର୍ଟ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଚଣ୍ଡ ଗୀଷ୍ମପ୍ରବାହ ନେଇ କଟକକୁ ରେର୍ଡ ଆଲର୍ଟ । ରେଡ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ଭୁବନେଶ୍ୱର ପାଇଁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ବାଲେଶ୍ୱର ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝରରେ ୪୧ ଡିଗ୍ରି , ଭୁବନେଶ୍ୱରରେ ୪୦.୪, ଝାରସୁଗୁଡ଼ାରେ ୩୯.୮, ହୀରାକୁଦରେ ଓ ରାଉରକେଲାରେ ୩୯ ଏବଂ ସମ୍ବଲପୁରରେ ୩୮.୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି।ମେ ୧ ତାରିଖ ପର୍ୟ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login