କଟକ : ମାହାଙ୍ଗା ଡବଲ ମର୍ଡର ମାମଲା । ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ୱସ୍ତି । କୈାଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟଙ୍କ ରୋକ୍ । ସାଲେପୁର ଜେଏମଏଫସି କୋର୍ଟଙ୍କୁ ରେକର୍ଡ ତଲବ କଲେ ହାଇକୋର୍ଟ । ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି । ଡିସେମ୍ବର ୧୯ ତାରିଖ ପର୍ୟ୍ୟନ୍ତ ପ୍ରତାପଙ୍କ ବିରୋଧରେ କୌଣସି କାର୍ୟ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ।ତଳକୋର୍ଟ ନିର୍ଦ୍ଦେଶକୁ ହାଇକୋର୍ଟରେ ଚାଲେଞ୍ଜ କରିଛନ୍ତି ମାହାଙ୍ଗା ବିଧାୟକ ପ୍ରତାପ ଜେନା।
Views: 75