The Ultimate Managed Hosting Platform
ADVERTISEMENT

ପ୍ରଥମ ବିଜୟ ଲକ୍ଷ୍ୟରେ ଟିମ୍ ଜାଡେଜା

Facebook
Twitter
LinkedIn

ଚଳିତ ଆଇପିଏଲ୍‌ର ୧୧ତମ ଲିଗ୍‌ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପରକିଙ୍ଗ୍‌ସ ଓ ପଞ୍ଜାବ କିଙ୍ଗ୍‌ସ । ଏହି ମ୍ୟାଚ୍‌କୁ ନେଇ ଦର୍ଶକ ମହଲରେ ଉତ୍ସାହ ଦ୍ୱିଗୁଣା ହୋଇ ଯାଇଛି । ଡିଫେଣ୍ଡିଂ ଚାମ୍ପିଅନ୍‌ ସୁପରକିଙ୍ଗ୍‌ସ ପ୍ରଥମ ୨ଟି ମ୍ୟାଚ୍‌ ପରାଜିତ ହୋଇ ସାରିଛି । ପ୍ରଥମ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ ଓ ଦ୍ୱିତୀୟ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ ଠାରୁ ପରାଜିତ ହୋଇଥିଲା ।

ଅନ୍ୟ ପଟରେ ପଞ୍ଜାବ କିଙ୍ଗ୍‌ସ ଚିତ୍ତାକର୍ଷକ ବିଜୟ ସହ ସିଜନ ଆରମ୍ଭ କରିଥିଲେ ହେଁ ଦ୍ୱିତୀୟ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ ଠାରୁ ପରାଜିତ ହୋଇଥିଲା । ବିଜୟକୁ ଫେରିବା ପାଇଁ ଦଳ ବ୍ୟାକୁଳ । ତେବେ ଏହା ପୂର୍ବରୁ ଛୋଟ ମୋଟ୍‌ ତ୍ରୁଟି ସୁଧାରିବା ଜରୁରୀ । ବିଶେଷ କରି ବ୍ୟାଟିଂ ବିଭାଗକୁ ଦାୟିତ୍ୱ ମୁଣ୍ଡାଇବାକୁ ପଡ଼ିବ । ଉଭୟ ଦଳ ଏକାଦଶରେ ପରିବର୍ତ୍ତନ କରିବା ସମ୍ଭାବନା ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login