ଭୁବନେଶ୍ୱର : ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା । ଟାଟା ମୋଟର୍ସ ଠକେଇ ମାମଲାରେ ସ୍ଥଗିତାଦେଶକୁ ଉଠାଇଦେଲେ କୋର୍ଟ । ଏଣିକି ଅଦାଲତରେ ନିୟମିତ ହାଜର ହେବାକୁ ହେବ । ହାଇକୋର୍ଟଙ୍କ ଆଦେଶକୁ ସେ ନିୟମିତ ଭାବେ ଅବମାନନା କରିଆସୁଥିଲେ । କୋର୍ଟରେ ହାଜର ହେଉନଥିଲେ ପ୍ରଦୀପ । ଯାହାର ବିଚାର କରି ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ । ପ୍ରଦୀପଙ୍କ ସହ ଅନ୍ୟ ଅଭିଯୁକ୍ତ ବି ହାଜର ହେବେ । ପ୍ରଦୀପ ପାଣିଗ୍ରାହୀ ଏବେ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଅଛନ୍ତି।
Views: 58