The Ultimate Managed Hosting Platform
ADVERTISEMENT

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ “ସ୍ୱଚ୍ଛ ଭାରତ ଅଭିଯାନ” ,ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Facebook
Twitter
LinkedIn

ଭୁବନେଶ୍ୱର :ସ୍ୱଚ୍ଛ ଭାରତ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମ ଦିନ ଅବସରରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ । ମାଷ୍ଟରକ୍ୟାଣ୍ଟିନ୍ ଛକଠାରେ ଆୟୋଜିତ ସ୍ବଚ୍ଛତା ଭାରତ ଅଭିଯାନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟ ସିଂ ତୋମାର୍ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏଥିରେ ବିଧାୟକ ବାବୁ ସିଂହ, ଜଗନ୍ନାଥ ପ୍ରଧାନଙ୍କ କେତେକ ଅନ୍ୟ ବିଜେପି ନେତା ବି ସାମିଲ ହୋଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login