The Ultimate Managed Hosting Platform
ADVERTISEMENT

ପ୍ରଶ୍ନପତ୍ର ଲିକ; ଧରାପଡିଲା ମାଷ୍ଟରମାଇଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଓଏସଏସସି ଜେଇ ସିଭିଲ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲା । ବିହାରରୁ ମାଷ୍ଟର ମାଇଣ୍ଡକୁ ଗିରଫ କଲା ବାଲେଶ୍ୱର ପୋଲିସ । ମାଷ୍ଟରମାଇଣ୍ଡ ସମେତ ଅନ୍ୟ ୭ ଜଣ ଗିରଫ । ବିହାରରୁ ୩ , ଓଡିଶାରୁ ୪ ଜଣ ଗିରଫ । ପୂର୍ବରୁ ୯ ଜଣଙ୍କୁ ଗିରଫ କରିଥିଲା ପୁଲିସ । ମାମଲାରେ ଗିରଫଦାରୀ ସଂଖ୍ୟା ୧୬ ରେ ପହଁଚିଲା ।
ଖବର ଅନୁଯାୟୀ, କିଛି ଦିନ ତଳେ ଓଏସଏସସ ଜେଇ ସିଭିଲ୍ ମେନ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିଲା । ଯାହାଫଳରେ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ଏହାପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ପୂର୍ବରୁ ଏହି ପ୍ରଶ୍ନପତ୍ର ଲିକ୍ ମାମଲାରେ ୯ ଜଣଙ୍କୁ ଗିରଫ କରିଥିଲା ପୋଲିସ । ସେମାନଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଥିଲା । ଆଉ ଏବେ ଏହି ଘଟଣାରେ ମାଷ୍ଟରମାଇଣ୍ଡଙ୍କୁ ଗିରଫ କରିଛି ପୋଲିସ । ରାଜ୍ୟ ବାହାରେ ମୁଖ୍ୟ ଅଭିଯୁକ୍ତ ଜଣଙ୍କୁ ଲୁଚିଥିବା ବେଳେ ତଦନ୍ତକାରୀ ଟିମ୍ ଏସଂପର୍କରେ ସୂଚନା ପାଇଥିଲା । ପରେ ରାଜ୍ୟ ବାହାରକୁ ଯାଇ ମୁଖ୍ୟ ଅଭିଯୁକ୍ତ ଗିରଫ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login