ବ୍ୟୁରୋ : ଆଜଡି ହେଉଛି ରୋଜ ଡେ । ଆରମ୍ଭ ହୋଇଛି ପ୍ରେମ ସପ୍ତାହ ବା ଭାଲେଣ୍ଟାଇନ୍ ଓ୍ବିକ୍ । ପ୍ରେମ ସପ୍ତାହର ପ୍ରଥମ ଦିନ ହେଉଠଛି ରୋଜ ଡେ । ଫେବୃଆରୀ ୭ରୁ ଆରମ୍ଭ ହୋଇ ୧୪ ତାରିଖ ଯାଏ ଏହି ପ୍ରେମ ସପ୍ତାହକୁ ପାଳନ କରିବେ ପ୍ରେମୀଯୁଗଳ । ନିଜର ପ୍ରେମକୁ ପ୍ରକାଶ ପାଇଁ ପ୍ରଥମ ଦିବସକୁ ରୋଜ ଡେ’ ଭାବେ ପାଳନ କରାଯାଏ । ତେବେ ଏହି ଦିନକୁ କାହିଁକି ପାଳନ କରାଯାଏ । ଏବଂ ଏହି ଦିନକୁ ପାଳନ କରିବା ପଛରେ ରହିଛି ଏକ ଇତିହାସ । କେବଳ ପ୍ରେମିକାଙ୍କୁ କିମ୍ବା ପ୍ରେମିକକୁ ଗୋଲାପ ଦିଆଯାଏ ନାହିଁ । ଗୋଲାପର ବିଭିନ୍ନ ରଙ୍ଗ ରହିଥିବାବେଳେ କେଉଁ ଗୋଲାପ କାହାକୁ ଦେବେ ତାହା ମଧ୍ୟ ଜାଣି ରଖନ୍ତୁ ।
ରୋଜ୍ । ପ୍ରେମର ପ୍ରତୀକ ହେଉଛି ଗୋଲାପ । ନିଜ ମନର ଭାବନାକୁ ପ୍ରକାଶ କରିବା ପାଇଁ ଆମେ ଗୋଲାପ ଦେଇଥାଉ । ଭାଲେଣ୍ଟାଇନ ସପ୍ତାହ ଆରମ୍ଭ ହୋଇଥିବାବେଳେ ୭ ଫେବୃଆରୀ ହେଉଛି ରୋଜ ଡେ । ତେବେ ଅନେକ ରଙ୍ଗର ରହିଥିବାବେଳେ ପ୍ରେମୀ ଯୁଗଳ ନାଲୀ ଗୋଲାପ ଦିଆନିଆ ହୋଇଥାନ୍ତି । ପ୍ରେମ ଏବଂ ଇମୋସନ ସହଜଡିତ ଲୋକଙ୍କୁ ନାଲୀ ଗୋଲାପ ଦିଆଯାଏ । ହଳଦିଆ ଗୋଲାପ । ସାଙ୍ଗକୁ ହଳଦିଆ । ଯାହାଦ୍ବରା ଆପଣ ନିଜ ସାଙ୍ଗକୁ ନିଜର ଭଲପାଇବା କେତେ ରହିଛି ତାହା ଜଣାଇପାରିବେ । ଆପଣ ଧଳା ଗୋଲାପ ମଧ୍ୟ ଜାଣିଥିବେ । ଧଳା ହେଉଛି ଶାନ୍ତିର ପ୍ରତୀକ । ଏଣୁ ଆପଣ ଧଳା ଗୋଲାପ ଦେଇ ସାନ୍ତ୍ବନା ଦେଇପାରିବେ । ପିଙ୍କ୍ ଗୋଲାପ ଆପଣ ନିଜ ପିତା ମାତା ଏବଂ ଗୁରୁଜନଙ୍କୁ ଦେଇପାରିବେ । କାହିଁକି ନାଁ ଏହି ଗୋଲାପ ହେଉଛି ଧନ୍ୟବାଦର ପ୍ରତୀକ । ଅରେଞ୍ଜ ଗୋଲାପ ଦେଇ ଆପଣ ନିଜର ପ୍ରେମକୁ ପ୍ରକାଶ କରିପାରିବେ । ଅରେଞ୍ଜ ଗୋଲାପ ମାଧ୍ୟମରେ ନିଜ ଇଛାକୁ ପ୍ରକାଶ କରି କେତେ ଭଲ ପାଉଛନ୍ତି ନିଜର ପାର୍ଟନରଙ୍କୁ ଜଣାଇପାରିବେ ।
ପ୍ରେମ ସପ୍ତାହର ଆଜି ପ୍ରଥମ ଦିନ ; ରୋଜ ଡେ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











