The Ultimate Managed Hosting Platform
ADVERTISEMENT

ଫାଇଭ ଟି ସଚିବଙ୍କ ସାଲେପୁର ଗସ୍ତ

Facebook
Twitter
LinkedIn

ଭୁବନଶ୍ୱେର : ଫାଇଭ ଟି ସଚିବଙ୍କ ସାଲେପୁର ଗସ୍ତ । ସକାଳ ୫ଟା ସମୟରେ ମଧୁବାବୁଙ୍କ ଜନ୍ମ ପୀଠ କଟକ ଜିଲ୍ଲା ସାଲେପୁର ବ୍ଲକ୍ ପାଗା ସତ୍ୟଭାମାପୁର୍ ରେ ପହଞ୍ଚି ଥିଲେ । ପୀଠର ଉନ୍ନତି ସଂପର୍କରେ ସମୀକ୍ଷା କରିବା ସହ ବୁଲି ଦେଖିଛନ୍ତି । ସ୍ଥାନୀୟ ଅଧିକାରୀମାନେ ପୀଠର ନକ୍ସା ଦେଖାଇବା ସହ ୫ଞ ସଚିବଙ୍କ ସହ ଆଲୋଚନା କରିଥିଲେ । ପୀଠ ପରିସରରେ ଥିବା ସଂଗ୍ରହାଳୟ ବୁଲିବା ସହିତ ଏଠାରେ ରଖାଯାଇଥିବା ସ୍ମୃତି ସମ୍ପର୍କରେ ପଚାରି ବୁଝିଥିଲେ । ସ୍ମୃତି ଫଳକ ଓଡ଼ିଆ ସମେତ ଅନ୍ୟ ଭାଷାରେ କରିବାକୁ ପରାମର୍ଶ ଦେଇଥିଲେ ।ଏହାପରେ ପୀଠ ପରିସରରେ ଥିବା ଗାନ୍ଧିଜୀଙ୍କ ଅବସ୍ଥାନ ପୀଠ ଦର୍ଶନ କରିଥିଲେ ୫ଞ ସଚିବ । ଗସ୍ତ ସମୟରେ ଆରଡିସି ସୁରେଶ ଚନ୍ଦ୍ର ଦଳାଇ, ସିଡିଏ ଅଧ୍ୟକ୍ଷ ଅନିଲ ସାମଲ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ପ୍ରମୁଖ ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login