The Ultimate Managed Hosting Platform
ADVERTISEMENT

ଫେବ୍ରୁଆରୀ ୧୫ ଯାଏଁ ବଢିଲା ରାସନକାର୍ଡ ଇ-କେୱାଇସି ସମୟ ସୀମା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ୟ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ୟ୍ୟ କରିଥିଲେ। ଯଦି ସମୟ ସୁଦ୍ଧା ଏହା ଏହା ଶେଷ ନହୁଏ ତେବେ ପରବର୍ତ୍ତୀ ସମୟରେ ସରକାର ବିଚାର କରି ପଦକ୍ଷେପ ନେବେ ବୋଲି ମନ୍ତ୍ରୀ କହିଥିଲେ। ରାଜ୍ୟର ୩୯ ଲକ୍ଷ ହିତାଧିକାରୀ ଇ-କେୱାଇସି ଅପ୍ଡେଟ୍ କରି ନାହାନ୍ତି। ୨୯ ତାରିଖ ସୁଦ୍ଧା ୨ କୋଟି ୯୬ ଲକ୍ଷ ୯୭ ହଜାର ୩୩୨ ଜଣ କରିଛନ୍ତି ଇ-କେୱାଇସି ଅପ୍ଡେଟ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login