ଭୁବନେଶ୍ୱର : ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦସ୍ୱବ ପରୀକ୍ଷା । ଫେବ୍ରୁଆରୀ ୧୫ ରୁ ୨୫ ମଧ୍ୟରେ ଯେକୈାଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା । ଏ ନେଇ ସୂଚନା ଦେଲେ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡା । ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ କାର୍ଡ । ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ ରୁ ୩୧ ଯାଏଁ ହେବ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ ୧୫ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା ପାଇଁ ଆଉ ଏକ ସୁଯୋଗ ପାଇବେ । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଏଥର ମୋଟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଏକ୍ସ- ରେଗୁଲାର ଫର୍ମ ଫିଲ୍ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ଯାଏ ଚାଲିବ । ସେହିପରି ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ଯାଏଁରେଗୁଲାର ପିଲାଙ୍କ ଫର୍ମ ଫିଲ୍ଅପ ଚାଲିବ । ରେଜଲ୍ଟ ବାହାରିବା ପରେ ଏଥର ନୂଆକରି ପ୍ରୋଭିଜନାଲ୍ ସାର୍ଟିଫିକେଟକୁ ଡିଜିଟାଲ କରାଯିବ ବୋଲି ସୂଚନା ମିଳିଛି ।
ଫେବ୍ରୁଆରୀରେ ଯୁକ୍ତ ୨ ପରୀକ୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







