The Ultimate Managed Hosting Platform
ADVERTISEMENT

ଫେରିଲା ଶୀତ ; ୧୦ ଡିଗ୍ରୀ ତଳେ ୬ ସହର

Facebook
Twitter
LinkedIn

ଭୁବନେଶ୍ୱର : ଏବେ ବଢିଲାଣି ଶୀତ । ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା । ଜି. ଉଦୟଗିରି ୭.୪, ରାଉରକେଲା ୭.୭, ଝାରସୁଗୁଡା ୮.୧ , ସେମିଳିଗୁଡା ୮.୬, କିରେଇ ୯.୩ , ଦାରିଙ୍ଗବାଡି ୯.୫, ଭୁବନେଶ୍ୱର ୧୩.୫ ଡିଗ୍ରୀ ଏବଂ କଟକରେ ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ । ତେବେ ପାରଦ ତଳମୁଁହା ହେବା ଯୋଗୁଁ ପୁଣି ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। କିଛି ଦିନ ଧରି ପ୍ରବଳ କୁହୁଡି ସାଙ୍ଗକୁ ପବନ ବୋହିବାରେ ଲାଗିଥିଲା। ଯେମିତି ସାରା ଅଞ୍ଚଳ କୁହୁଡ଼ିର ଚାଦର ତଳେ ବିଛେଇ ହୋଇ ରହିବାର ଭ୍ରମ ସୃଷ୍ଟି କରୁଥିଲା। ଆଜି ପାଗ ଶୁଖିଲା ରହିବା ସହ ଥଣ୍ଡାର ପ୍ରକୋପ ବଢି ଜାଡ ଆରମ୍ଭ ହୋଇଯାଇଛି। ଓଡ଼ିଶାର ସବୁଠାରୁ କମ ତାପମାତ୍ରା ଏବଂ ଥଣ୍ଡାର ସହର ଭାବେ ଘୁ.ଉଦୟଗିରି ଚିହ୍ନଟ ହୋଇଥିବା ବେଳେ ଥଣ୍ଡାର ମଜା ନେବାକୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ପ୍ରାକୃତିକ ପର୍ୟ୍ୟଟନ ସ୍ଥଳରେ ପର୍ୟ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ଆଗକୁ ପାରଦ ଆହୁରି ଖସିବା

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login