The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ଆସୁଛି ବାତ୍ୟା !

Facebook
Twitter
LinkedIn

ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୨୩ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପର ରୂପ ନେବ । ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିପରି ରହିବ ଏଯାଏଁ ସ୍ପଷ୍ଟ ହୋଇ ନାହିଁ । ବାତ୍ୟାଟି ୨୫ କିମ୍ବା ୨୬ ତାରିଖରେ ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ଆନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login