The Ultimate Managed Hosting Platform
ADVERTISEMENT

ବଜେଟ ଅଧିବେଶନ; କଂଗ୍ରେସର କକ୍ଷତ୍ୟାଗ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟପାଳଙ୍କ ଭାଷଣକୁ ପ୍ରତିବାଦ କରି କଂଗ୍ରେସର କକ୍ଷତ୍ୟାଗ । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରତିବାଦ ଜଣାଇଲେ । ସରକାର ନିଜ ପ୍ରଶଂସା ପାଇଁ ରାଜ୍ୟପାଳଙ୍କ ସହାୟତା ନେଇଛନ୍ତି । ରାଜା ମହାରାଜା ଅମଳ ଭଳି ପ୍ରଶଂସା କାର୍ଯ୍ୟକ୍ରମ କରାଯାଇଛି । ଏହାକୁ ବିରୋଧ କରି ଆମେ କକ୍ଷତ୍ୟାଗ କରୁଛୁ ବୋଲି କହିଲେ ନରସିଂହ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login