The Ultimate Managed Hosting Platform
ADVERTISEMENT

ବଜ୍ରପାତ ନେଇଗଲା ଅଜା-ନାତିଙ୍କ ଜୀବନ

Facebook
Twitter
LinkedIn

ଗଞ୍ଜାମ : ବଜ୍ରପାତରେ ଚାଲିଗଲା ଅଜା-ନାତିଙ୍କ ଜୀବନ । ଏଭଳି ଏକ ଘଟଣା ଘଟିଛି ପାତ୍ରପୁର ବ୍ଲକ ପଦାଦିଗି ପଞ୍ଚାୟତ ଅନ୍ତର୍ଗତ ନାରାୟଣପୁର ଗ୍ରାମରେ । ସୂଚନାନୁସାରେ ଗାଁ ନିକଟସ୍ଥ ନଦୀ ପାଖ ତୋଟାରେ ମଇଁଷି ଚରେଇବାକୁ ସକାଳୁ ଯାଇଥିଲେ ସମ୍ପର୍କୀୟ ଅଜା ଓ ନାତି । ଖରା ବେଳରେ ଅଳ୍ପ ଦୂରରେ ରୋଷେଇ କରୁଥିବା ବେଳେ ଅପରାହ୍ନରେ ଆକସ୍ମିକ ମେଘ ପବନ ସହ ପ୍ରବଳ ବଜ୍ରପାତ ହୋଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ହିଁ ସେମାନେ ଟଳି ପଡିଲେ । ସେମାନଙ୍କ ପରିଚୟ ହେଲା ଚରାଳୀ ସାକିଲି କନିଆରୀ ଏବଂ ତାଙ୍କ ସମ୍ପର୍କୀୟ ଏମ. ଭବେଶ କନିଆରୀ । ସେମାନେ ଦୁହେଁ ଉଭୟ ସମ୍ପର୍କୀୟ ଅଜା ନାତି । ତେବେ ବଜ୍ରପାତରେ ଦୁଇ ମଇଁଷି ମୃତ୍ୟୁ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login