The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବଡବିଲ ପୌର ସଂସ୍ଥାରୁ କୋଟି କୋଟି ଟଙ୍କା ହଡ଼ପ ମାମଲାରେ ଇଓଡ଼ବ୍ଲ୍ୟୁ କବଜାରେ ଦୁଇ ଠକ

Facebook
Twitter
LinkedIn

ଭୁବନେଶ୍ୱର : ୨ ଠକଙ୍କୁ ଗିରଫ କଲା ଇଓଡ଼ବ୍ଲ୍ୟୁ । ତେବେ ସରକାରୀ ଅର୍ଥ ହେରଫେର କରିବା ଅଭିଯୋଗରେ ବାନ୍ଧିଲା ଇଓଡବଲ୍ୟୁ । ସୂଚନା ଅନୁଯାୟୀ, କେନ୍ଦୁଝର ପୋଲିସ ଓ ପଶ୍ଚିମବଙ୍ଗ ପୋଲିସ ସହାୟତାରେ ଇଓଡ଼ବ୍ଲ୍ୟୁ ୨ ଠକଙ୍କୁ ଗିରଫ କରିଛି ।

ଇଓଡ଼ବ୍ଲ୍ୟୁ ଅଭିଯୁକ୍ତ ସୁବାସ ଘିସିଂ ଗିରିକୁ ପଶ୍ଚିମବଙ୍ଗରୁ ଗିରଫ କରାଯାଇଥିବା ବେଳେ ଅନ୍ୟତମ ଅଭିଯୁକ୍ତ ସୟାଦ ସହବଜା ନାକବିକୁ ଛତିଶଗଡ଼ରୁ ଗିରଫ କରିଛି । ବଡ଼ବିଲ ମ୍ୟୁନିସିପାଲଟିର କାର‌୍ୟ୍ୟ ନିର୍ବାହୀ ଅଧିକାରୀଙ୍କ ଅଭିଯୋଗ ଆଧାରରେ ଏମାନଙ୍କୁ ଗିରଫ କରାଯାଇଛି ।ଏହି ୨ ଠକ ଅଫିସ ଆକାଉଣ୍ଟରୁ ବେଆଇନ ଭାବେ ଟଙ୍କା ହଡପ କରିଛନ୍ତି । ବେଆଇନ ଭାବେ ୨ କୋଟି ୪୪ ଲକ୍ଷ ୬୦ ହଜାର ଟଙ୍କାକୁ ଟ୍ରାନ୍ସଫର୍ କରାଯାଇଛି ।ଅଭିଯୁକ୍ତ ମାନେ ଅଭିଯୋଗକାରୀଙ୍କ ନକଲି ଚେକ ଓ ଜାଲ ଦସ୍ତଖତରେ ଏହି ଟଙ୍କା ହାତେଇ ଥିବା ଅଭିଯୋଗ ହୋଇଛି । ସ୍ଥାନୀୟ କୋର୍ଟରେ ହାଜର କରିବା ପରେ ଟ୍ରାଞ୍ଜିଟିଂ ରିମାଣ୍ଡରେ ଆଣି ବଡ଼ବିଲ କୋର୍ଟରେ ଉଭୟଙ୍କୁ ହାଜର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login