The Ultimate Managed Hosting Platform
ADVERTISEMENT

ବଢିଲା ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି । ନର୍ସିଂ, ଫାର୍ମାସୀ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବଢାଇଲେ ରାଜ୍ୟ ସରକାର । ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ମଧ୍ୟ ବଢିଲା । ଡି ଫାର୍ମା ଛାତ୍ରଛାତ୍ରୀଙ୍କ ମାସକୁ ଷ୍ଟାଇପେଣ୍ଡ ୫୦୦ ଟଙ୍କାକୁ ବୃଦ୍ଧି । ଏଏନଏମଙ୍କ ଷ୍ଟାଇପେଣ୍ଡ ୧ ହଜାରରୁ ୨ହଜାର, ବିଏସସି ନର୍ସିଂ(ଇଣ୍ଟର୍ନସିପ) ଷ୍ଟାଇପେଣ୍ଡ ୨୫୦୦ରୁ ୫ହଜାର, ଏମ.ଫିଲ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୭ହଜାରରୁ ୧୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଷ୍ଟାଇପେଣ୍ଡ ବୃଦ୍ଧି, ରୋଗୀ ସେବା ପାଇଁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login