The Ultimate Managed Hosting Platform
ADVERTISEMENT

ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

Facebook
Twitter
LinkedIn

ଭୁବନେଶ୍ୱର : ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା । ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାର ରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login