ଭୁବନେଶ୍ୱର : ବଢୁଛି ସୁନା ଦର । ଦିନକୁ ଦିନ ସୁନା ମୂଲ୍ୟରେ ବୃଦ୍ଧି ପାଉଛି । ଆଜି ସୁନା ଦରରେ କିଛିଟା ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୯୨୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୦୪୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୦୦ ଟଙ୍କା ଓ ୬୧,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୬୫୦ ଟଙ୍କା ଓ ୬୧,୭୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨, ୨୮୫ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦,୭୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୫,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ବଢୁଛି ସୁନା ଦର, ନଜର ପକାନ୍ତୁ ଆଜି କେତେ ରହିଛି ସୁନାର ମୂଲ୍ୟ ?
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











