The Ultimate Managed Hosting Platform
ADVERTISEMENT

ବଢୁଛି ହୀରାକୁଦ ଜଳଭଣ୍ଡାର

Facebook
Twitter
LinkedIn

ସମ୍ବଲପୁର : ବଢୁଛି ହୀରାକୁଦ ଜଳଭଣ୍ଡାର । ଜଲଭଣ୍ଡାରର ଜଳସ୍ତର ରହିଛି ୬୦୪.୮୯ ଫୁଟ । ଜଳଭଣ୍ଡାରକୁ ୯୪ ହଜାର ୮ ଶହ କ୍ୟୁସେକ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ନିଷ୍କାସନ ହେଉଛି ୩୦, ୬୨୨ କ୍ୟୁସେକ ଜଳ । ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ ରହିଛି।
ଛତିଶଗଡ଼ କଲମା ବ୍ୟାରେଜର ୬୬ ଗେଟ୍ ଖୋଲିବା ପରେ ହୀରାକୁଦକୁ ଜଳ ପ୍ରବାହ ବଢ଼ିଛି । ଉପରମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ତଳମୁଣ୍ଡକୁ ମାଡି ଆସୁଛି ପାଣି । ଆଉ ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login