ଭୁବନେଶ୍ୱର : ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ । ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଲିଙ୍କରେ ରେଡ । ଭୁବନେଶ୍ୱର ସିଆରପି ଛକରେ ଥିବା ସେଣ୍ଟର ଉପରେ ରେଡ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସି ଅଭିଯୋଗରେ ଛାନଭିନ । ପଞ୍ଚ ସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ବଣିକ ମାଲିକଙ୍କ ସହ ସମ୍ପର୍କ ସୂଚନା ।
Views: 47