The Ultimate Managed Hosting Platform
ADVERTISEMENT

‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି , ଆସନ୍ତା ୭ରେ ଛାତ୍ରଛାତ୍ରୀ କରିବେ ଗାନ

Facebook
Twitter
LinkedIn

ଭୁବନେଶ୍ୱର : ନଭେମ୍ବର ୭ରେ ପାଳନ ହେବ ବନେ୍ଦ ମାତରମର ୧୫୦ ବର୍ଷ ପୂର୍ତ୍ତି । ସ୍କୁଲ , କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ ବନେ୍ଦ ମାତରମ ଗାନ କରିବେ ଛାତ୍ରଛାତ୍ରୀ । ଓଡିଆ ଭାଷା ,ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା , ଉଚ୍ଚଶିକ୍ଷା ବିଭାଗକୁ ଚିଠି । ‘ବନ୍ଦେ ମାତରମ୍’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖା ଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରି ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login