The Ultimate Managed Hosting Platform
ADVERTISEMENT

ବନ୍ଧୁକ ଦେଖାଇ ଶିକ୍ଷକଙ୍କ ଘରୁ ଲୁଟ

Facebook
Twitter
LinkedIn

ସୋର : ମାରଣାସ୍ତ୍ର ଦେଖାଇ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ । ପାଖର ପଞ୍ଚାୟତ ମଲ୍ଲିପୁର ଗାଁରେ ବିଳମ୍ବିତ ରାତିରେ ସଶସ୍ତ୍ର ଲୁଟ । ଘରେ ପଶି ବନ୍ଧୁକ ଓ ଭୁଜାଲି ଦେଖାଇ ଲୁଟିଲେ ୬ ଦୁର୍ବତ୍ତ । ପତ୍ନୀ ଓ ବୋହୂଙ୍କୁ ମାଡ ମାରି ୫ ଲକ୍ଷର ସୁନାଗହଣା ଲୁଟ ଅଭିଯୋଗ । ଗତକାଲି ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ୬ ଦୁର୍ବୁତ ଘରେ ପଶି ତାଙ୍କ ସ୍ତ୍ରୀ ଓ ବୋହୁକୁ ବାନ୍ଧି ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇଥିଲେ । ଘରେ ଥିବା ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗହଣା ଲୁଟ କରିବା ସହିତ ସେମାନଙ୍କୁ ମାଡ଼ ମାରିଥିଲେ। ସୋର ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login