The Ultimate Managed Hosting Platform
ADVERTISEMENT

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

Facebook
Twitter
LinkedIn

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ପାଗ ଅନୁକୂଳ ହେଲେ କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଲୋକେ ରିଲିଫ ସେଣ୍ଟରରେ ଥିବା ଯାଏଁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ । ପ୍ରାୟ ସବୁ ନଦୀରେ ଜଳସ୍ତର କମିଛି। ତଳିଆ ଅଞ୍ଚଳରୁ ପାଣି ଛାଡିବା ପାଇଁ ସମୟ ଲାଗିବ। ଯେତେ ଦିନ ପର୍ୟ୍ୟନ୍ତ ଲୋକେ ରିଲିଫ ସେଣ୍ଟର ଅଛନ୍ତି ସେମାନଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login