The Ultimate Managed Hosting Platform
ADVERTISEMENT

ବବି ଦାସଙ୍କୁ “ଅଲ ଦ ବେଷ୍ଟ” କହିଲେ ନବୀନ

Facebook
Twitter
LinkedIn

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ନାମାଙ୍କନ ପୂର୍ବରୁ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ ସମ୍ବଲପୁର ବିଜେଡି ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ପରେ ବିଶାଳ ଶୋଭାଯାତ୍ରାରେ ସମର୍ଥକଙ୍କ ଗହଣରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ ପ୍ରଣବ ପ୍ରକାଶ । ଅନ୍ୟପଟେ ବବିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି, ମୁଁ ନିଶ୍ଚିତ ଯେ, ଏହି ନିର୍ବାଚନରେ ତୁମେ ନିଶ୍ଚୟ ଜିତିବ। ନବୀନଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ବିଜେଡି କର୍ମୀଙ୍କ ମନୋବଳ ବଢାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login