The Ultimate Managed Hosting Platform
ADVERTISEMENT

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ । ପଦଯାତ୍ରା ଏଫ୍ ଏମ୍ କଲେଜରୁ ବାହାରିବ। ସାଧାରଣ ସଭା ମଧ୍ୟ ଅନୁଷ୍ଠିତ ହେବ। ବଳଙ୍ଗାରୁ ନିମାପଡ଼ା ପର୍ୟ୍ୟନ୍ତ ପଦଯାତ୍ରା କରିବ କଂଗ୍ରେସ । ନିମାପଡାରେ ସାଧାରଣ ସଭା ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

ADVERTISEMENT
ନାଁ ନ ନେଇ ମମତାଙ୍କୁ ଟାର୍ଗେଟ, ଯିଏ କରିବ ସେ ଫଳ ଭୋଗିବ : ପ୍ରଭାତୀ

ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ : ପ୍ରଭାତୀ

ବଳଙ୍ଗା : ବଳଙ୍ଗା ପୀଡିତାଙ୍କ ମୃତ୍ୟୁରେ ଇସ୍ତଫା ଦାବିକୁ ନେଇ ପ୍ରଭାତୀ ପରିଡାଙ୍କ ପ୍ରତିକ୍ରିୟା । ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡିତାଙ୍କ ଜୀବନ ଫେରିପାରିବ ତାହେଲେ...

Login