The Ultimate Managed Hosting Platform
ADVERTISEMENT

ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ

Facebook
Twitter
LinkedIn

ବଳଙ୍ଗା : ବଳଙ୍ଗା ପୀଡିତାଙ୍କ ସଂପନ୍ନ ହେଲା ଶେଷକୃତ୍ୟ । ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ । ବାୟାବର କବର ସ୍ଥାନରେ ଦିଆଗଲା କବର । ଗାଁରେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା । ସମୁହ ନମାଜ ପାଠ ପରେ ବାୟବର ଗାଁରେ ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଦିଆଗଲା କବର । ଗତକାଲି ଦିଲ୍ଲୀରୁ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ପୀଡ଼ିତାଙ୍କ ଗାଁ ବାୟାବରକୁ ନିଆଯାଇଥିଲା ମୃତଦେହ । ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲେ । ଗକାଲିଠାରୁ ଗାଁରେ ୨ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି। ଗାଁର ସମସ୍ତ ରାସ୍ତାରେ ଜଗିରହିଛନ୍ତି ପୋଲିସ ଫୋର୍ସ । ଶେଷକୃତ୍ୟ ସମ୍ପନ୍ନ ବେଳେ ପୋଲିସ ଓ ପ୍ରଶାସନିକ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ହସ୍ପିଟାଲ ବେଡରେ ୧୫ ଦିନ ଧରି ମୃତ୍ୟୁ ସହ ଲଢ଼େଇ କରି ହାରିଯାଇଥିଲେ ନାବାଳିକା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login