ଆଠଗଡ : ରଥଗଡା ଛକରେ ବାଇକକୁ ଧକ୍କା ଦେଲା ବସ । ଘଟଣାସ୍ଥଳରେ ବାଇକରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଛି । ବସକୁ ଜବତ କରିଛି ଆଠଗଡ ପୋଲିସ । ଅନ୍ୟପଟେ ଡ୍ରାଇଭର ଫେରାର ଥିବା ସୂଚନା ରହିଛି । ମୃତକ ଦୁଇ ଜଣ ହେଲେ ଆଠଗଡର ରାମ ନାଏକ ଓ କଟକ ଅଞ୍ଚଳର ତାପସ ନାଏକ ।
Views: 50

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...