The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବସ୍ତିଠୁ ବାର ସବୁଠି ବାଂଲାଦେଶୀ- ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଯୋଗଉ ସମସ୍ୟା ଉପୁଜୁଛି । ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ ବୟାନ । ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ୱିନ ସିଟିରେ ଅପରାଧ ବଢୁଛି । ବସ୍ତିରୁ ବାର ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ । ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି । ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି । ଚେକ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ ପ୍ଲାନ । ସହରୁକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ । ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login