The Ultimate Managed Hosting Platform
ADVERTISEMENT

ବାଣ ବିସ୍ଫୋରଣରେ ଦମ୍ପତି ଗୁରୁତର

Facebook
Twitter
LinkedIn

ଖୋର୍ଦ୍ଧା : ବାଣ ବିସ୍ଫୋରଣରେ ଦମ୍ପତି ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ବେଗୁନିଆ ଥାନା ଗୋପାଳପୁର ପଞ୍ଚାୟତ ଦେଉଳି ବଡସାହିରେ ବିସ୍ପୋରଣ ହୋଇଛି । ଏତେ ଜୋରରେ ବିସ୍ଫୋରଣ ହୋଇଥିଲା ଯେ ଦୁଇ ବଖରା ଘରର ଆଜବେଷ୍ଟସ ଉଡିଯାଇଥିଲା ।ସୂଚନା ଅନୁଯାୟୀ ଆଜି ଦେଉଳି ବଡ଼ସାହିର ଅଶୋକ କୁମାର ମଲିକ ନିଜ ଘରେ ବାଣ ଭିଡୁଥିବା ବେଳେ ବିସ୍ପୋରଣ ହୋଇଥିଲା । ବିସ୍ପୋରଣରେ ବାଣ ବେପାରୀ ଓ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ପଠାଯାଇଥିବା ବେଳେ ଘଟଣା ସ୍ଥଳରେ ବେଗୁନିଆ ପୋଲିସ ପହଞ୍ଚି ତନାଘନା କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହେବା ପାଇଁ ପହଁଚିଲେ ଗୈାତମ ଆଦାନୀ

ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାରେ ସାମିଲ ହେବା ପାଇଁ ପହଁଚିଲେ ଗୈାତମ ଆଦାନୀ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ । ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ସେ ପୁରୀ ବାହାରିଛନ୍ତି । ମହାକୁମ୍ଭ...

Login