The Ultimate Managed Hosting Platform
ADVERTISEMENT

ବାଣୀବିହାର କ୍ୟାମ୍ପସରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

Facebook
Twitter
LinkedIn

ଭୁବନେଶ୍ୱର : ବାଣୀବିହାର କ୍ୟାମ୍ପସ ପରିସରରୁ ଯୁବକଙ୍କ ମୃତ ଦେହ ଉଦ୍ଧାର।ଝୁଲନ୍ତା ଅବସ୍ଥାରେ ମୃତ ଦେହକୁ ଜବତ କରାଯାଇଛି। ସହିଦନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି। ମୃତକଙ୍କ ମିଳିଛି ପରିଚୟ। ମୃତକଙ୍କ ନାମ ଉତ୍ତମ ନାୟକ। ବୟସ ୨୧। ଘର ଦାଣ୍ଡମକୁନ୍ଦପୁର ପିପିଲି ବୋଲି ଜଣା ପଡ଼ିଛି ।ସେ ତାଙ୍କ ପରିବାର ସହ ବାଣୀବିହାର କ୍ୟାମ୍ପସ ଭିତରେ ରୁହନ୍ତି । ଦିନ ମଜୁରିଆ ଭାବରେ କାମ କରନ୍ତି । କାଲି ରାତିରେ ଘରେ ଥିଲେ କିନ୍ତୁ ସକାଳୁ କେମିତି ଗଛରେ ଝୁଲି ପଡିଲେ ବୋଲି ପ୍ରଶ୍ନ କରିଛନ୍ତି କାଳିଆଙ୍କ ବାପା । କେହି ଜଣେ ମାରି ଟଙ୍ଗାଇ ଦେଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ତାଙ୍କ ବାପା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login