ଭୁବନେଶ୍ୱର : ବାଣୀବିହାରୁ ଅଣଛାତ୍ରଙ୍କୁ ତଡିବା ପାଇଁ ପ୍ରକ୍ରିୟା ଆରମ୍ଭ । ଉକôଳ ବିଶ୍ୱବିଦ୍ୟାଳୟର ୪ ହଷ୍ଟେଲରୁ ବିଦା ହେବେ ଅଣଛାତ୍ର । ୧,୨,୩,୪ ଓ ୫ ନମ୍ବର ହଷ୍ଟେଲରୁ ତଡା ଖାଇବେ ଅଣଛାତ୍ର । ବର୍ଷ ବର୍ଷ ଧରି ହଷ୍ଟେଲରେ ରହୁଥିବା ଅଣଛାତ୍ରଙ୍କୁ ତଡିବା ପାଇଁ ପଦକ୍ଷେପ । କ୍ୟାମ୍ପସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ । ଅଣଛାତ୍ରଙ୍କୁ ତଡିବା ଅଭିଯାନରେ ଅଧ୍ୟାପକ , ଅଧ୍ୟାପକ ମଧ୍ୟ ସାମିଲ । ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଚଢ଼ଉରେ ସାମିଲ ରହିଛନ୍ତି। ଏହି କାରଣରୁ ଆଜି ଦିନ ୧.୩୦ ପର୍ୟ୍ୟନ୍ତ ବିଶ୍ଵବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନସିଲ। ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Views: 122











