ପାରାଦୀପ : ବାଇକ ଉପରେ ମାଡିଗଲା ହାଇୱା । ବାପ ,ଝିଅଙ୍କର ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଦୁର୍ଘଟଣା । ଦୁର୍ଘଟଣା ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଁଚି ତଦନ୍ତ କରୁଛି ।
Views: 38
ପାରାଦୀପ : ବାଇକ ଉପରେ ମାଡିଗଲା ହାଇୱା । ବାପ ,ଝିଅଙ୍କର ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଦୁର୍ଘଟଣା । ଦୁର୍ଘଟଣା ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଁଚି ତଦନ୍ତ କରୁଛି ।
କଣିହାଁ : ଦ୍ୱିତୀୟ ଥର ପାଇଁ ଖୋଲିଲା ରେଙ୍ଗାଲି ଡ୍ୟାମ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ରେଙ୍ଗାଲି ଡ୍ୟାମ ଖୋଲିଛି । ଉପରମୁଣ୍ଡରେ ବର୍ଷା ଯୋଗୁ...
ଭୁବନେଶ୍ୱର : ପାତ୍ରପଡା ଭି୨ ପାଖରେ ଦୁର୍ଘଟଣା ଘଟାଇଥିବା ଥର ଧରାପଡିଲା । ସିସିଟିଭି ଆଧାରରେ ଜଟଣୀ ଅଞ୍ଚଳରୁ ଜବତ କଲା ଖଣ୍ଡଗିରି ଥାନା ପୋଲିସ ।...
ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ । ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ ନେଇ କେନ୍ଦ୍ରାପଡା ଏସପିଙ୍କ...
ବାଲେଶ୍ୱର : ଗୋଟିଏ କି ଦୁଇଟି ନୁହେଁ ଏକା ସହିତ ବିଭିନ୍ନ ଘରୁ ଲୁଟିଛନ୍ତି ଲୁଟେରା । ଦିନବେଳେ ଟାର୍ଗେଟ କରି ଯାଇଥିଲେ । ଆଉ ଅପେକ୍ଷା...