ପୁରୀ : ବାଲୁକା କଳା ମାଧ୍ୟମରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୭୭ ତମ ସ୍ୱାଧୀନତା ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବାଲୁକା କଳାରେ ଭାରତ ଜାତୀୟ ପତାକା ସମେତ ଐତିହ କୀର୍ତ୍ତିରାଜି ଓ କଳା ସଂସ୍କୃତିକୁ ସ୍ଥାନିତ କରିଥିବା ବେଳେ ଚନ୍ଦଯାନ-୩ର ସଫଳ ଯାତ୍ରାକୁ ସ୍ଥାନ ଦିଆଯାଇଛି । ବାଲୁକା କଳା ଦେଖିବାକୁ ପର୍ୟ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି ।
Views: 91