The Ultimate Managed Hosting Platform
ADVERTISEMENT

ବାଲୁକାକଳା ମାଧ୍ୟମରେ ଉତ୍କଳ ଦିବସର ଶୁଭେଚ୍ଛା

Facebook
Twitter
LinkedIn

ପୁରୀ : ଆଜି ଏପ୍ରିଲ ୧ ଉତ୍କଳ ଦିବସ । ବାଲୁକାକଳା ମାଧ୍ୟମରେ ଓଡିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଅତି ଆକର୍ଷଣୀୟ ବାଲୁକାକଳା ତିଆରି କରି ଓଡ଼ିଆ ପରମ୍ପରାକୁ ବର୍ଣ୍ଣନା କରିଛନ୍ତି ।ବନ୍ଦେ ଉତ୍କଳ ଜନନୀ ଥିମକୁ ଆଧାର କରି ଓଡିଶାର ପ୍ରତିଷ୍ଠା ଦିବସରେ ଓଡିଶାର କଳା, ସଂସ୍କୃତି ନୈପୁଣ୍ୟ ଏବଂ ବୀରତ୍ୱର ଗାଥା ବାଲୁକା କଳା ମାଧ୍ୟମରେ ବଖାଣୁଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକା କଳାରେ କୋଣାର୍କ ମନ୍ଦିରକୁ ସ୍ଥାନ ଦେବା ସହ ଓଡିଶାର ପ୍ରସିଦ୍ଧ ଓଡିଶୀ ନୃତ୍ୟକୁ ଅତି ସୁନ୍ଦର ଭାବରେ ଦର୍ଶାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login