The Ultimate Managed Hosting Platform
ADVERTISEMENT

ବିଏସକେୱାଇ ଦୁର୍ନୀତିର ତଦନ୍ତ ଖୁବଶୀଘ୍ର ଆରମ୍ଭ ହେବ : ଆଇନମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ବିଏସକେୱାଇ ଦୁର୍ନୀତିର ତଦନ୍ତ ଖୁବଶୀଘ୍ର ଆରମ୍ଭ ହେବ । ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ ବାବଦରେ ଖୁବ ଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login