The Ultimate Managed Hosting Platform
ADVERTISEMENT

ବିଜୁ ଜୟନ୍ତୀରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି। ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଏହି ଅବସରରେ ସାରା ରାଜ୍ୟରେ ପାଳନ ହେଉଛି ବିଜୁ ଜୟନ୍ତୀ । ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରି ସ୍ମୃତିଚାରଣ କରିଛନ୍ତି ନବୀନ ପଟ୍ଟନାୟକ। ନବୀନଙ୍କ ସମେତ ବିଜେଡି ବହୁ ବରିଷ୍ଠ ନେତା ଓ ଭୁବନେଶ୍ୱର ମେୟର ମଧ୍ୟ ଉପସ୍ଥିତ ଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login