ଭୁବନେଶ୍ୱର : ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଲା ବିଜେଡି ଓ କଂଗ୍ରେସ । ସକାଳ ୬ରୁ ଦିନ ୧୨ଟା ଯାଏଁ ଚାନ୍ଦବାଲି ବ୍ଲକରେ ବନ୍ଦ ଡାକରା ଦିଆଯାଇଛି । ବିଧାୟକ ବ୍ୟୋମକେଶ ରାୟ, କଂଗ୍ରେସ ନେତା ଦିଗମ୍ବର ଦାସଙ୍କ ପକ୍ଷରୁ ସୂଚନା । ଚାନ୍ଦବାଲି ଲଜ୍ଜାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ପ୍ରତିକ୍ରିୟା । କହିଲେ ଅଭିଯୁକ୍ତଙ୍କ ବିରୁଦ୍ଧରେ କଡାରୁ କଡା ଆକ୍ସନ ନିଆଯିବ । ଏପରି ମାମଲାରେ ତ୍ୱରିତ ବେଗରେ ଦୋଷୀକୁ ଗିରଫ କରୁଛି ପୋଲିସ । ଏଭଳି ଘଟଣା ସମାଜରେ ଆଉ ନ ହେଉ । କେବଳ ସରକାରର ନୁହେଁ ସମାଜର ବି ଦାୟିତ୍ୱ ଅଛି । ମହିଳା କମିଶନର ସଦସ୍ୟା ନ୍ୟାୟିକ ତଦନ୍ତ କରିବେ ।
ଅନ୍ୟପଟେ ମୁଖ୍ୟ ଅଭିଯୁକ୍ତଙ୍କ ଘର ଭାଙ୍ଗିଲେ ଗ୍ରାମବାସୀ । ମୁଖ୍ୟ ଅଭିଯୁକ୍ତ ଚାନ୍ଦବାଲି ରାମପଲ୍ଲୀ ଗାଁର ଗଣେଶ ଦାସ ର ଘରକୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗିବା ସହ ଘରର ଆସବାବପତ୍ର ଫିଙ୍ଗି ଦେଇଛନ୍ତି । ଘଟଣା ଉପରେ ପୋଲିସ ନଜର ରଖିଛି । ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପ୍ରତିବାଦରେ ୧୭ ଘଣ୍ଟା ଧରି ରାସ୍ତାରୋକ କରିଛନ୍ତି ଗାଁଲୋକ ।
ବିଜେଡି, କଂଗ୍ରେସର ଚାନ୍ଦବାଲି ବନ୍ଦ ଡାକରା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











