The Ultimate Managed Hosting Platform
ADVERTISEMENT

ବିଜେଡିର ନୂଆ ମିଡିଆ ଟିମ୍ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିର ନୂଆ ମିଡିଆ ଟିମ୍ ଘୋଷଣା । ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି । ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି । ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login