The Ultimate Managed Hosting Platform
ADVERTISEMENT

ବିଜେଡିରୁ ବିପିନ ପ୍ରଧାନ ବିଦା

Facebook
Twitter
LinkedIn

ବ୍ରହ୍ମପୁର : ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବିଦା ହେଲେ ବିପିନ ପ୍ରଧାନ । ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ପ୍ରଧାନ ବିଜେଡିରୁ ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏ ନେଇ ଦଳ ପକ୍ଷରୁ ନିଦେ୍ର୍ଦଶନାମା ଜାରି ହୋଇଛି । ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନ ବେଳେ ହଙ୍ଗାମା ହୋଇଥିଲା, ମୁହାଁମୁହିଁ ହୋଇଥିଲେ ୨ ଗୋଷ୍ଠୀ । ଏହି ଘଟଣା ପରେ ବିପିନ ଚନ୍ଦ୍ର ପ୍ରଧାନଙ୍କ ଉପରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login