The Ultimate Managed Hosting Platform
ADVERTISEMENT

ବିଜେପି ଛାଡିଲେ କାଳୁ ଖଣ୍ଡାୟତ

Facebook
Twitter
LinkedIn

ଖୋର୍ଦ୍ଧା: କାଳୁ ଚରଣ ଖଣ୍ଡାୟତ ରାୟ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଖୋର୍ଦ୍ଧା ବିଜେପିରୁ ଅନେକ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି । ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ଟିକେଟ ଘୋଷଣା ପରେ ଅସନ୍ତୁଷ୍ଟ ଥିଲେ କାଳୁଚରଣ । କିଛି ଦିନ ପୂର୍ବରୁ ତାଙ୍କୁ ଟିକେଟ ମିଳିବା ନେଇ ସେ ସୁନିଶ୍ଚିତ ଥିବା ଗଣମାଧ୍ୟମରେ ପ୍ରକାଶ କରିଥିଲେ । କିନ୍ତୁ ଖୋର୍ଦ୍ଧାରୁ ପ୍ରାର୍ଥୀ ଘୋଷଣା ପରେ କାଳୁଙ୍କ ଅଙ୍କ ଭୁଲ ପ୍ରମାଣିତ ହୋଇଥିଲା । ଏହାପରେ କ୍ରମାଗତ ଗଣମାଧ୍ୟମରେ ଆସି ସାଂସଦ ଅପରାଜିତା ଷଡଙ୍ଗୀ ତାଙ୍କୁ ଠକିଥିବା ଅଭିଯୋଗ କରିଥିଲେ । ଏପରିକି ୨ କୋଟି ଟଙ୍କା ଦେଇ ପାରିଲେନି ବୋଲି ଦଳୀୟ ଟିକେଟରୁ ତାଙ୍କୁ ବଞ୍ଚିତ କରାଗଲା ବୋଲି ସେ ବୟାନ ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login