ନୂଆଦିଲ୍ଲୀ : ରାଜ୍ୟ ବିଜେପି ନେତୃତ୍ୱଙ୍କୁ ଦିଲ୍ଲୀ ଡାକରା । ସଭାପତି, ସଂଗଠନ ସଂପାଦକ, କୋର କମିଟି ସଦସ୍ୟଙ୍କୁ ଡାକରା । ସଂଧ୍ୟା ୫ଟାରେ ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ନେତୃତ୍ୱଙ୍କ ସହ ଆଲୋଚନା କରିବେ କେନ୍ଦ୍ର ନେତା । ନିର୍ବାଚନ ରଣନୀତି ନେଇ ଆଲୋଚନା ହେବ କହିଲେ ସଭାପତି । ପ୍ରାର୍ଥୀ ତାଲିକା ଘୋଷଣା ପୂର୍ବରୁ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱଙ୍କ ସହ ନିର୍ବାଚନ ରଣନୀତି ବାବଦରେ ଆଲୋଚନା କରିବେ ଦଳର ଶୀର୍ଷ ନେତୃତ୍ୱ । ଏଥିପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ବିଜେପି ନେତା । ସନ୍ଧ୍ୟା ୫ଟାରେ ରାଜ୍ୟ ନେତୃତ୍ୱଙ୍କ ସହ ବୈଠକ କରିବେ କେନ୍ଦ୍ରୀୟ ନେତୃତ୍ୱ ।୨୦୨୪ ନିର୍ବାଚନ ବିଜେପି ଏକାକୀ ଲଢିବ ବୋଲି ସଭାପତି ମନମୋହନ ସାମଲ ପୂର୍ବରୁ ସ୍ପଷ୍ଟ କରିଛନ୍ତି । ବିଜେଡି ସହ କୌଣସି ମେଣ୍ଟ ହେବନି ବୋଲି ମନମୋହନ କହିଛନ୍ତି । ଅନ୍ୟପଟେ କେନ୍ଦ୍ରୀୟ ନେତୃତ୍ୱ ଓଡ଼ିଶା ଆସୁଥିଲେ ମଧ୍ୟ ବିଜେଡି ପ୍ରତି ନରମ ଆଭିମୁଖ୍ୟ ଦଳୀୟ କର୍ମୀଙ୍କୁ ଶଙ୍କାରେ ପକାଉଛି । ତେଣୁ ଦିଲ୍ଲୀ ହେବାକୁ ଥିବା ବୈଠକରେ କଣ ଆଲୋଚନା ହେବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।
ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







