ଭୁବନେଶ୍ୱର : ବିଜେପିରେ ଯୋଗଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବିଜେପି ଦଳୀୟ କାର୍ୟ୍ୟାଳୟରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରଶାନ୍ତ ଜଗଦ୍ଦେବ ପଦ୍ମ ଧରିଛନ୍ତି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନେତୃତ୍ୱରେ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହେଇଛନ୍ତି । ଆଉ ପ୍ରଶାନ୍ତ ଜଗଦ୍ଦେବ ଦଳରେ ମିଶିବାକୁ ମହତ୍ତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଅପରାଜିତା । ଅନ୍ୟପଟେ ବିଜେପିରେ ସାମିଲ ହେଇ ଖୁସି ଥିବା କହିଛନ୍ତି ପ୍ରଶାନ୍ତ ଜଗଦ୍ଦେବ ।
Views: 71











