The Ultimate Managed Hosting Platform
ADVERTISEMENT

ବିଜୟ ପାଇଁ ପୂଜାର୍ଚ୍ଚନା, ହନୁମାନ ମନ୍ଦିରରେ ପ୍ରିୟଙ୍କା ଗାନ୍ଧିଙ୍କ ପୂଜା

Facebook
Twitter
LinkedIn

ନୂଆଦିଲ୍ଲୀ : କର୍ଣ୍ଣାଟକରେ ଭୋଟ୍ ଗଣନା ଆଜି ସକାଳୁ ଚାଲୁ ରହିଛି । ଏହାମଧ୍ୟରେ କଂଗ୍ରେସର ମହାସଚିବ ପ୍ରିୟଙ୍କାଗାନ୍ଧି ଶିମଲା ସ୍ଥିତ ପ୍ରସିଦ୍ଧ ଜାଖୁ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରୁଛନ୍ତି । ପାର୍ଟି ପକ୍ଷରୁ ପ୍ରିୟଙ୍କା ମନ୍ଦିର ରେ ପୂଜାର୍ଚ୍ଚନା କରିବା ଭିଡିଓ ସେୟାର କରାଯାଇଛି । ପ୍ରିୟଙ୍କା ସେଠାରେ ଦେଶର ଏବଂ କର୍ଣ୍ଣାଟକର ସୁଖସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି ।ସେହିପରି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇ ମଧ୍ୟ ହୁବାଲ୍ଲୀସ୍ଥିତ ହନୁମାନ ମନ୍ଦିର ଦର୍ଶନ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ ରାହୁଲ ଗାନ୍ଧିଙ୍କ ଏକ ଭିଡିଓ ସେୟାର କରିଥିଲା। ଭିଡିଓ ସେୟାର କରି କଂଗ୍ରେସ କ୍ୟାପସନ ଦେଇ ଲେଖିଥିଲା, ମୁଁ ଅଜୟ, ମୋର ବହୁତ ଭରସା ରହିଛି, ହଁ ମୁଁ ଆଜି ଅଜୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login