The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ବିଦ୍ୟୁତ ଆଘାତରେ ପ୍ରଧାନଶିକ୍ଷୟତ୍ରୀଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ସମ୍ବଲପୁର : ବିଦ୍ୟୁତ ଆଘାତରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ବାଟଗାଁ ପଂଚାୟତ ଭାଲୁଗୁଡିଆ ଗାଁରେ ଅଘଟଣ ଘଟିଛି । ମୃତକଙ୍କ ନାଁ ଅନିତା ପୁରୋହିତ । ସେ ବାଟଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଥିଲେ । ଘର ବାଡିରେ କୂଅରୁ ପାଣି ଉଠାଇବା ପାଇଁ ମୋଟର ପମ୍ପ ଲଗାଇବାବେଳେ ବିଦ୍ୟୁତ ଆଘାତ ଲାଗିଥିଲା । ତାଙ୍କୁ ବଂଚାଇବାକୁ ଯାଇ ସ୍ବାମୀ ସନ୍ତୋଷ ଆହତ ହୋଇଛନ୍ତି । ଉଭୟଙ୍କୁ ନାକଟିଦେଉଳ ହସ୍ପିଟାଲ ନିଆଯାଇଥିଲା । ସେଠାରେ ଅନିତାଙ୍କ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login