ଭୁବନେଶ୍ୱର : ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି । ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି । ପ୍ରଥମେ ମୋକଲର ଧରିଲେ ଜୟନାରାୟଣ ବୋଲି କହିଲେ ତାରା । ରାଜନ ଏକ୍କା ଓ ଅଶୋକ ମହାନ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି । ହାତରେ ବିଭିନ୍ନ ଲେଖା ଥିବା ପ୍ଲାକାର୍ଡ ଧରି ବିଜେଡି ବିଧାୟକ ପ୍ରତିବାଦ କରିଛନ୍ତି । ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟର ପ୍ରତିବାଦ କରିଛନ୍ତି । କଂଗ୍ରେସ ବିଧାୟକମାନେ ହାତରେ ବ୍ୟାନର ଧରି ମହିଳା ନିର୍ୟ୍ୟାତନା ପ୍ରସଙ୍ଗରେ ପ୍ରତିବାଦ କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ଉପରକୁ କଂଗ୍ରେସ ବିଧାୟକ ଚଢବାକୁ ଉଦ୍ୟମ କରିଛନ୍ତି । ତେବେ ହଟ୍ଟଗୋଳ ଭିତରେ ପ୍ରଶ୍ନକାଳ ଜାରି ରହିଥିଲା । ସୁରୁଖୁରୁରେ ଚାଲିପାରୁନି ବିଧାନସଭାର ଦ୍ୱିତୀୟ ବଜେଟ୍ ଅଧିବେଶନ। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀଙ୍କ ନାରାବାଜି। ଗୃହ ଆରମ୍ଭରୁ ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢିଗଲେ ବିରୋଧୀ। ପୂର୍ବରୁ ମଧ୍ୟ ଗୃହରେ ଏହିଭଳି ହୋହଲ୍ଲା ପାଇଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ।
ବିଧାନସଭାରେ ଜୟନାରାୟଣ-ତାରା ହାତାହାତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











