କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ସାଲୁଜାଙ୍କୁ ହତ୍ୟା ଧମକ ନେଇ ସହରର ବିଭିନ୍ନ ସ୍ଥାନରେ ପୋଷ୍ଟର । ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ । ବ୍ୟାନରରେ ଅଛି ହତ୍ୟା ଧମକ ଦେଇଥିବା ଯୁବକର ଫଟୋ । ପୋଷ୍ଟର ଜବତ ସହ କଣ୍ଟାବାଞ୍ଜି ପୋଲିସର ତଦନ୍ତ ଆରମ୍ଭ । ଆଜି ସକାଳୁ ସକାଳୁ କଣ୍ଟାବାଞ୍ଜି ବାଳିକା ହାଇସ୍କଲୁ ବାହାର ଥିବା ଏକ ଦୋକାନ ବାହାରେ ପୋଷ୍ଟର ଲାଗିଛି ପୋଷ୍ଟରରେ ଜଣେ ଯୁବକଙ୍କ ଫଟୋ ଥିବା ଜଣାପଡିଛି । ତେବେ ଅନ୍ୟ ଏକ ବ୍ୟାନର ରିଳାୟନ୍ସ ପେଟ୍ରୋଲ ପମ୍ପ ପାଖ ଏକ ବିଦ୍ୟୁତ ଖୁଣ୍ଡରେ ଲାଗିଛି ଦୁଇଟି ସ୍ଥାନରେ ପୋଷ୍ଟର ଲାଗିଥିବା ସୂଚନା ମିଳିଛି।
ବ୍ୟାନର ଦେଖ୍ ଲୋକେ ଭୟଭୀତ ଥିବା ବେଳେ କଣ୍ଟାବାଞ୍ଜି ପୋଲିସ ଖବର ପାଇ ପୋଷ୍ଟର ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ମଧ୍ୟ ସନ୍ତୋଷ ସିଂ ସାଲୁଜାଙ୍କ ଉପରେ ମରାଣାନ୍ତକ ଆକ୍ରମଣ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ପୂର୍ବରୁ ସ୍ଥାନୀୟ ଅଂଚଳରେ କଂଗ୍ରେସ ଆସୁଛି ବୋଲି ଏକ ପୋଷ୍ଟର ଲାଗିଥିଲା।
()
ବିଧାୟକ ସାଲୁଜାଙ୍କୁ ହତ୍ୟା ଧମକ , ୧୫ ଦିନରେ ମାରିବାକୁ ଲାଗିଛି ବ୍ୟାନର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











