The Ultimate Managed Hosting Platform
ADVERTISEMENT

ବିଶାଖାପାଟଣା ଟେଷ୍ଟରେ ଭାରତର ବୃହତ ବିଜୟ

Facebook
Twitter
LinkedIn

ବିଶାଖାପାଟଣା : ଭାରତର ବୃହତ ବିଜୟ । ଇଂଲଣ୍ଡକୁ ୧୦୬ ରନରେ ହରାଇଲା ଭାରତ । ୩୯୯ ଟାର୍ଗେଟକୁ ପିଛା କରି ଇଂଲଣ୍ଡ ୨୯୨ ରନରେ ଅଲଆଉଟ । ଭାରତ ପକ୍ଷରୁ ବୁମରାହ ଓ ଅଶ୍ୱିନୀଙ୍କ ଦମଦାର ବୋଲିଂ ଯୋଗୁଁ ଭାରତ ବିଜୟୀ ହୋଇଛି । ଏହାସହ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଏବେ ୧-୧ରେ ବରାବର ସ୍ଥିତିରେ ରହିଛି । ଏହି ଟେଷ୍ଟ ମ୍ୟାଚରେ ଭାରତ ପ୍ରଛମେ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ପ୍ରଥମ ଇଂନିସରେ ଭାରତର ସମସ୍ତ ବ୍ୟାଟ୍ସମ୍ୟାନ ବିଫଳ ହୋଇଥିଲା ବେଳେ କେବଳ ଜୟସ୍ୱାଲ ୨୦୯ ରନର ବିଶାଳ ପାଳି ଖେଳି ଦଳୀୟ ସ୍କୋରକୁ ୩୯୬ରେ ପହଞ୍ଚାଇଥିଲେ । ସେହିପରି ଇଂଲଣ୍ଡ ତାର ପ୍ରଥମ ଇଂନିସରେ ୨୫୩ ରନ କରି ଅଲଆଉଟ ହୋଇଯାଇଥିଲା । ଏହି ମ୍ୟାଚରେ ଜ୍ୟାକ କ୍ରୱେଲ ୭୬ ରନ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login