The Ultimate Managed Hosting Platform
ADVERTISEMENT

ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login